Browsing Tag

tractor hits bike

ବାଇକକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର

ଯାଜପୁର: ବାଇକକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରାକ୍ଟର। ଜଣେ ମୃତ, ଅନ୍ୟ ଜଣେ ଗୁରୁତର । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା କାଏମା ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ମୃତ ଯୁବକ ଜଣକ ଭଗବାନପୁର ଗ୍ରାମର ଦେବାଶିଷ ମଲିକ…