ଭୁବନେଶ୍ୱରର ଟ୍ରାଫିକ୍ ଭିଡ ହ୍ରାସ ପାଇଁ ୭,୦୦୦ କୋଟି ଟଙ୍କାର ଯୋଜନା, ମା’ ତାରିଣୀଙ୍କ ମନ୍ଦିର ପାଇଁ ଖର୍ଚ୍ଚ ହେବ ୨୧୪…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର ୭୨…