ଭୟଙ୍କର ରେଳ ଦୁର୍ଘଟଣା, ୨ ଶ୍ରମିକ ମୃତ ଓ ଦୁଇ ଗୁରୁତର
ନୂଆଦିଲ୍ଲୀ: ଆସାମର ଜୋଗୀଘୋପାସ୍ଥିତ ନରନାରାୟଣ ସେତୁ ଉପରେ ହୃଦୟବିଦାରକ ରେଳ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ରେଳବାଇର ନିର୍ମାଣ ଓ ରକ୍ଷଣାବେକ୍ଷଣ କାର୍ଯ୍ୟରେ ନିୟୋଜିତ ଦୁଇ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ…