ଟ୍ରାନ୍ସଜେଣ୍ଡର ବୋର୍ଡ ଗଠନ କଲେ ରାଜ୍ୟ ସରକାର, ଟ୍ରାନ୍ସଜେଣ୍ଡରଙ୍କ ସ୍ବାର୍ଥ ଓ ଅଧିକାର ପାଇଁ କାମ କରିବ ବୋର୍ଡ
ଭୁବନେଶ୍ୱର : ଓଡ଼ିଶା ସରକାର ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର କଲ୍ୟାଣ ପାଇଁ ଏକ ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ଗଠନ କରିଛନ୍ତି। ଏହା ଟ୍ରାନ୍ସଜେଣ୍ଡରଙ୍କ ସ୍ବାର୍ଥ ଓ ଅଧିକାର ପାଇଁ କାମ କରିବ । ବୋର୍ଡର ଅବଧି ୩ ବର୍ଷ ରହିବ। ୩ ବର୍ଷ ସମାପ୍ତି ପରେ ବୋର୍ଡ ପୁନର୍ଗଠନ ପାଇଁ ବିଭାଗ ପଦକ୍ଷେପ…