କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ
ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ । ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି ।
ସୂଚନା ଅନୁସାରେ ତିନି ଦିନ ତଳେ ଠାକୁରମୁଣ୍ଡା ବସ୍…