ବସ୍ ମାଲିକ ସଂଘ-ସରକାରଙ୍କ ଆଲୋଚନା ସଫଳ, ଆଉ ହେବନି ଧର୍ମଘଟ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବେ ନାହିଁ ଘରୋଇ ବସ୍ ମାଲିକ ସଂଘ । ଘରୋଇ ବସ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆଜି ଆଲୋଚନା ସଫଳ ହୋଇଛି । ଧର୍ମଘଟ ନିଷ୍ପତ୍ତିରୁ ଓହରିଛି ଘରୋଇ ବସ୍ ମାଲିକ ସଂଘ। ତାଙ୍କ ଦାବି ହେଉଛି ବ୍ଲକରୁ ଜିଲ୍ଲାକୁ ଗଡିବ ଲକ୍ଷ୍ମୀ ବସ ।…