Browsing Tag

transporting cattle illegally

ଗୋଚାଲାଣ ବେଳେ ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ ଭ୍ୟାନ୍, ଡ୍ରାଇଭର ସମେତ ତିନି ଗୁରୁତର

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଦରି ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ପିକଅପ୍ ଭ୍ୟାନଟି ବଳଦ ବୋଝେଇ କରି ଦ୍ରୁତ…