Below header
Browsing Tag

tribikram besha

ଆଜି ପଞ୍ଚୁକର ତୃତୀୟ ଦିନ, ତ୍ରିବିକ୍ରମ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଓ ପଞ୍ଚୁକର ତୃତୀୟ ଦିନ । ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ତିବିକ୍ରମ ବେଶରେ ଦର୍ଶନ ଦେବାର ପରମ୍ପରା ରହିଛି ।ଏହି ବେଶରେ ଠାକୁର ମାନେ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ମହାପ୍ରଭୁଙ୍କ…

ଆଜି କାର୍ତ୍ତିକମାସ ଶୁକ୍ଲପକ୍ଷ ତ୍ରୟୋଦଶୀ ତିଥି: ଶ୍ରୀମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(କେନ୍ଯୁଜ୍): ଆଜି କାର୍ତ୍ତିକମାସ ଶୁକ୍ଲପକ୍ଷ ତ୍ରୟୋଦଶୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ। ଅବକାଶ ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କ ଏହି ବେଶ ଆରମ୍ଭ ହୋଇଥାଏ। ପୁଷ୍ପାଳକ ସେବାୟତମାନେ ଏହି ବେଶ ସମ୍ପାଦନ କରିଥାନ୍ତି। ଆଡିକିଆ…