ଚିପଲିମା ଗସ୍ତରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍, ଅଛନ୍ତି ତିନି ଜଣ ବିଚାରପତି
କେନ୍ୟୁଜ୍(ବ୍ୟୁରୋ): ମହାନଦୀ ଜଳ ବିବାଦର ସମାଧାନ ପାଇଁ ଚିପଲିମା ଗସ୍ତରେ ଟ୍ରିବ୍ୟୁନାଲ ଟିମ୍ । ଟ୍ରିବ୍ୟୁନାଲ ତାର ତୃତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ କ୍ଷେତ୍ର ପରିଦର୍ଶନ କରିବ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଏହି ଟିମ ହୀରାକୁଦ ବନ୍ଧ ସମେତ ଚିପଲିମା ପାୱାର ହାଉସ ଗସ୍ତ କରିବାର…