ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ, ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା
ଆଜି ଅକ୍ଟୋବର ୨ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ଆଜି ଜନ୍ମ ଜୟନ୍ତୀରେ ବାପୁଙ୍କୁ ମନେ ପକାଉଛି ଦେଶ। ଅର୍ପଣ କରୁଛି ଶ୍ରଦ୍ଧା ସୁମନ। ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ନେତା । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…