ମୂର୍ତ୍ତିମାନଙ୍କ ଗାଁ ପାଲଟିଛି ତ୍ରିପୁରାର ରଘୁନନ୍ଦନ ପାହାଡ, ଜାଣନ୍ତୁ ଏହାର ସମ୍ପୂର୍ଣ୍ଣ ତଥ୍ୟ
ବିଚିତ୍ର ଏହି ବିଶ୍ୱ ବ୍ରହ୍ମାଣ୍ଡ, ବିଚିତ୍ର ତାର ପରିକଳ୍ପନା । ଯେଉଁଠାରେ ଲୁଚି ରହିଛି ଅନେକ ରହସ୍ୟମୟ ତଥ୍ୟ ଓ ପରମ୍ପରା । ଯାହାକି ଆଜିବି ରହସ୍ୟ ହୋଇ ରହିଛି । ତେବେ ସେହିଭଳି ଏକ ପାହାଡ ହେଉଛି ତ୍ରିପୁରାର ରଘୁନନ୍ଦନ ପାହାଡ । ଯେଉଁଠାରେ ରହିଛି ଅନେକ ମୂର୍ତ୍ତି । ଯାହାକୁ ଦେଖିଲେ ମନେ…