Below header
Browsing Tag

truck falls

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଖସିଲା ଟ୍ରକ, ଡ୍ରାଇଭର ଓ ହେଲପର ଗୁରୁତର

ଭଦ୍ରକ (କେନ୍ୟୁଜ): ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଅଘଟଣ । ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ ତଳକୁ ଓଲଟି ପଡିଲା କଦଳୀ ବୋଝେଇ ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ…

ଘାଟି ତଳକୁ ଖସିଲା ଟ୍ରକ; ଡ୍ରାଇଭର ମୃତ, ହେଲପର ଆହତ

ବାଙ୍ଗିରିପୋଷି (କେନ୍ୟୁଜ): ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରକ। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଦ୍ୱାରସୁଣୀ ଘାଟି ତଳକୁ ଟ୍ରକ ଖସି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ମୃତ ଟ୍ରକ ଚାଳକ ହେଲେ ଶ୍ୟାମସୁଦ୍ଦିନ ଖାନ(୪୫)…