ତୁଳସୀ ମୂଳେ ଜଳ ଢ଼ାଳିବା ସମୟରେ ଉଚ୍ଚାରଣ କରନ୍ତୁ ଏହି ମନ୍ତ୍ର, ଘରେ ବଢିବ ସୁଖ-ଶାନ୍ତି ଓ ସମୃଦ୍ଧି
ସନାତନ ଧର୍ମରେ ତୁଳସୀକୁ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଦିଆଯିବା ସହ ଏହାକୁ ଅତ୍ୟନ୍ତ ପବିତ୍ର ବୋଲି ଧରାଯାଏ । ପ୍ରତ୍ୟେକ ହିନ୍ଦୁଙ୍କ ଘର ଅଗଣାରେ ତୁଳସୀ ଗଛ ରଖାଯାଇ ପୂଜା କରାଯାଇଥାଏ । କିଛି ଲୋକ ଅଛନ୍ତି ଏହାର ସକରାତ୍ମକ ପରିବେଶ ପାଇଁ ତୁଳସୀକୁ ଘର ଚାରିପଟେ ଲଗାଇଥାନ୍ତି । ଧାର୍ମିକ ମାନ୍ୟତା…