ଆଠଗଡ଼ ବନଖଣ୍ଡରୁ ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ
ଆଠଗଡ଼(କେନ୍ୟୁଜ) : ପୁଣି ଏକ ଦନ୍ତାହାତୀର ମୃତ୍ୟୁ । ଆଠଗଡ଼ ବନଖଣ୍ଡରୁ ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ନୂଆବନ୍ଧ ନୂଆତଇଲା କାଜୁ ଜଙ୍ଗଲରେ ପଡିଛି ମୃତଦେହ। ହାତୀର ଶୁଣ୍ଢରେ କ୍ଷତଚିହ୍ନ ରହିଛି।
ତେବେ ହାତୀକୁ ଶୀକାରୀ କରାଯାଇଛି ନା ଅନ୍ୟ କୌଣସି କାରଣ ପାଇଁ ମୃତ୍ୟୁ ହୋଇଛି…