Browsing Tag

two cubs

ନନ୍ଦନକାନନରେ ନୂଆ ଅତିଥି: ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନ: ନନ୍ଦନକାନନରେ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ନନ୍ଦନକାନନରେ ବାଘସଂଖ୍ୟା ୨୯କୁ ବୃଦ୍ଧି ହେଲା। ଗତକାଲି ରାତିରେ ନନ୍ଦନକାନନର ୨୮ବି ଖୁଆଡ଼ରେ ରହୁଥିବା ଧଳା ବାଘୁଣୀ ମୌସୁମୀ ଦୁଇ ଶାବକ ଜନ୍ମ କରିଛି  । ଗୋଟିଏ ଛୁଆ ଧଳା ହୋଇଥିବାବେଳେ ଅନ୍ୟଟି ସାଧାରଣ…