Below header
Browsing Tag

two men were arrested in tangi

ଯୁବତୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଦୁଇ ଜଣ ଯୁବକଙ୍କୁ ଗିରଫ କଲା ପୋଲିସ

ଟାଙ୍ଗୀ(କେ ନ୍ୟୁଜ):  ଯୁବତୀଙ୍କ ଅଶ୍ଳୀଳ ଫଟୋକୁ ସୋସିଆଲ ମିଡିଆରେ ଭାଇରଲ ଘଟଣାରେ ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି । ଘଟଣାଟି ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ । ଏ ସମ୍ପର୍କରେ ଆଜି ମଧ୍ୟାହ୍ନରେ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଟାଙ୍ଗୀ ଥାନା ପରିସରରେ ଏକ…