Browsing Tag

two youth dead

ଟୋଲ ଗେଟ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା: ଜିଅନ୍ତା ଜଳିଗଲେ ଦୁଇ ଯୁବକ

କଟକ (କେନ୍ୟୁଜ): କନ୍ଦରପୁର ଟୋଲ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଜୀବନ୍ତ ଜଳିଯାଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତି ୨ଟା ବେଳେ ଘଟିଛି ଏଭଳି ଘଟଣା। ସୂଚନାନୁସାରେ ଗତକାଲି ରାତି ପ୍ରାୟ ୨ଟା ସମୟରେ କଟକ-ପାରାଦ୍ବୀପ ରାସ୍ତାର କନ୍ଦରପୁର ଟୋଲ୍‌…