Below header
Browsing Tag

Ukraine returnee

ଓଡିଶାର ବିଭିନ୍ନ ମେଡିକାଲ କଲେଜରେ ପାଠ ପଢିବା ପାଇଁ ବ୍ୟବସ୍ଥା କରିବାକୁ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କ ଦାବି,…

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକଙ୍କୁ ଭେଟିଲେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀ ଏବଂ ଅଭିଭାବକ। ଯୁଦ୍ଧ ପାଇଁ ଡାକ୍ତରୀ ପଢା ପ୍ରଭାବିତ ହୋଇଥିବା ବେଳେ କେବେ ପରିସ୍ଥିତି ସ୍ବାଭାବିକ ହେବ ତହା କହିବା ମୁସ୍କିଲ। ତେଣୁ ପ୍ରଭାବିତ ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କୁ ଭାରତ…

ଏୟାର ଏସିଆର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଫେରିଲେ ୭୭ ଓଡ଼ିଆ ଛାତ୍ରଛାତ୍ରୀ,ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ୟୁକ୍ରେନରୁ ଭୁବନେଶ୍ୱର ଫେରିଲେ ୭୭ ଓଡ଼ିଆ ଛାତ୍ରଛାତ୍ରୀ । ଏୟାର ଏସିଆର ସ୍ୱତନ୍ତ୍ର ବିମାନରେ ସେମାନଙ୍କୁ ଓଡ଼ିଶା ଫେରାଇ ଅଣାଯାଇଛି । ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରେ ଏକ…