ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା, ମାଗିଲା ରୋଜଗାର
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛି ସଂଗଠନ । …