Browsing Tag

Union Budget 2025

୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି କେନ୍ଦ୍ର ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ…

ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ସଂସଦରେ ବଜେଟ ଉପସ୍ଥାପନ । ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।…

୧୨ ଲକ୍ଷ ଟଙ୍କା ଆୟରେ କୌଣସି ଟିକସ ନାହିଁ, ବଜେଟରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ବାର୍ଷିକ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ କୌଣସି ଟିକସ ଦେବାକୁ ପଡ଼ିବ ନାହିଁ । ଏଥର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସବୁଠାରୁ ବଡ଼ ଘୋଷଣା କରିଛନ୍ତି । ଏଣିକି ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ ମିଳିବ । ଅର୍ଥମନ୍ତ୍ରୀ ନୂଆ ଟ୍ୟାକ୍ସ ସ୍ଲାବ୍ ମଧ୍ୟ ଘୋଷଣା…

ବଜେଟ୍ ୨୦୨୫: ମଖାନା ଉତ୍ପାଦନ ଉପରେ ରହିବ କେନ୍ଦ୍ରର ଫୋକସ୍, ବିହାରରେ ଗଠନ ହେବ ବୋର୍ଡ

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ସମୟରେ ଅର୍ଥମନ୍ତ୍ରୀ କୃଷକମାନଙ୍କ ପାଇଁ ଅନେକ ଯୋଜନା ଘୋଷଣା କରିଛନ୍ତି । ଅର୍ଥମନ୍ତ୍ରୀ ତାଙ୍କ ବଜେଟ୍ ଅଭିଭାଷଣରେ ବିହାରର ଚାଷୀମାନଙ୍କ ପାଇଁ ସ୍ୱତନ୍ତ୍ର ଘୋଷଣା କରିଛନ୍ତି ।…