Browsing Tag

union health minister

କରୋନାକୁ ନେଇ ବଢ଼ିଲା ଚିନ୍ତା: ଆଜି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, ସଂକ୍ରମଣ ରୋକିବାକୁ ନିଆଯାଇପାରେ…

ଭୁବନେଶ୍ଵର (କେନ୍ୟୁଜ): ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଦେଶରେ ଗତ ୧ ସପ୍ତାହ ଧରି ଲାଗାତାର ୩ ହଜାର ଉପରେ ଦୈନିକ ସଂକ୍ରମଣ। କିଛି ରାଜ୍ୟରେ ହୁ ହୁ ହୋଇ କରୋନା ବଢୁଥିବାରୁ ସତର୍କ କରାଇଛନ୍ତି କେନ୍ଦ୍ର ସରକାର। ସ୍ଥିତିର ସମୀକ୍ଷା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ, ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ କଲେ…

(କେନ୍ୟୁଜ): କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶା ବିଜେପି ସାଂସଦ ମାନେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ଓଡ଼ିଶା ସରକାରଙ୍କୁ…

ସାଧାରଣ ରୋଗୀ ବେଶରେ ହସ୍ପିଟାଲ ତଦାରଖ କରିବାକୁ ଯେବେ ପହଞ୍ଚି ଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ, ତାଙ୍କ ସହିତ ଏମିତି କରିଥିଲେ…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟା ନିକଟରେ ନିଜ ସହିତ ଘଟିଥିବା ଏକ ଘଟଣା ବିଷୟରେ ଖୁଲାସା କରିଛନ୍ତି। ସେ କହିଛନ୍ତି କି, କିଛିଦିନ ତଳେ ସେ ନୂଆଦିଲ୍ଲୀର ସଫଦରଗଞ୍ଜ ହସ୍ପିଟାଲକୁ ହଠାତ୍‌ ତଦାରଖରେ ଯାଇଥିଲେ। ଏହି ସମୟରେ ସେ ମନ୍ତ୍ରୀ ନୁହେଁ, ବରଂ ଜଣେ ସାଧାରଣ ରୋଗୀ ବେଶରେ…

ଟିକାକରଣ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ସବୁ ରାଜ୍ୟର…

ନୂଆଦିଲ୍ଲୀ: ଟିକାକରଣ ପାଇଁ ସଜବାଜ ଜୋରଦାର । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି । ସବୁ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଦ୍ଧବର୍ଦ୍ଧନ । ଭିଡିଓ କନଫରେନ୍ସିଂରେ ଆଲୋଚନା କରୁଛନ୍ତି କେନ୍ଦ୍ର…

କୋଭିଡ଼-୧୯କୁ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ, କରାଯାଉଛି ଦେଶରେ କରୋନା ସ୍ଥିତି ସମୀକ୍ଷା

ନୂଆଦିଲ୍ଲୀ: କୋଭିଡ଼-୧୯କୁ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଛି । CDS ମୁଖ୍ୟ ବିପିନ୍‌ ରାଓ୍ଵତ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟ ମାନେ…