Browsing Tag

union minister

ମଧ୍ୟ ପ୍ରଦେଶ: ସଡ଼କ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଲେ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ; ଜଣେ ମୃତ, ୩ ଆହତ

ମଧ୍ୟ ପ୍ରଦେଶର ଛିନ୍ଦଓ୍ଵାଡାରେ ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ପଟେଲ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ଯଦିଓ ଏୟାର ବ୍ୟାଗ୍‌ ଖୋଲିଯିବାରୁ କେନ୍ଦ୍ର ମନ୍ତ୍ରୀ ଏହି ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। କିନ୍ତୁ ଏଥିରେ ୩୫ ବର୍ଷୀୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା…

କେନ୍ଦ୍ରୀ ମନ୍ତ୍ରୀଙ୍କ ଘରେ ଯୁବକଙ୍କୁ ଗୁଳି କରି ହତ୍ୟା, ଘଟଣାସ୍ଥଳରୁ ପିସ୍ତଲ ଜବତ କଲା ପୋଲିସ

ଲକ୍ଷ୍ନୌରେ କେନ୍ଦ୍ର ମନ୍ତ୍ରୀ କୌଶଲ କିଶୋରଙ୍କ ନୂଆ ଘରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ବିନୟ ଶ୍ରୀବାସ୍ତବ। ସେ ମନ୍ତ୍ରୀ କୌଶଲ କିଶୋରଙ୍କ ପୁଅଙ୍କ ସାଙ୍ଗ ବୋଲି ଜଣାପଡିଛି । ବିନୟଙ୍କ ମୃତ୍ୟୁ ଗୁଳି ବାଜିବା ଯୋଗୁଁ ହୋଇଛି । ପୋଲିସ ମୃତଦେହକୁ ଜବତ କରି…

କେନ୍ଦ୍ରମନ୍ତ୍ରୀ କିରେନ୍‌ ରିଜିଜୁଙ୍କ ଘର କାନ୍ଥକୁ ଧକ୍କା ଦେଲେ କ୍ୟାବ୍‌ ଡ୍ରାଇଭର, କାନ୍ଥରେ ସୃଷ୍ଟି ହେଲା ବିରାଟ…

ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ କିରେନ୍‌ ରିଜିଜୁଙ୍କ ସରକାରୀ ବାସଭବନକୁ ଜୋର୍‌ରେ ଧକ୍କା ଦେଇଛି ଏକ ଦ୍ରୁତଗାମୀ କ୍ୟାବ୍‌। ଏହି ଦୁର୍ଘଟଣାରେ କାନ୍ଥର ଗୋଟିଏ ଭାଗ ଭାଙ୍ଗିଯାଇ ସେଠାରେ ବିରାଟ କଣା ସୃଷ୍ଟି ହୋଇଛି। ଘଟଣା ପରେ ସମ୍ପୃକ୍ତ କ୍ୟାବ୍‌ ଡ୍ରାଇଭରଙ୍କୁ ପୋଲିସ ଅଟକ ରଖିଥିଲା। ଗୁଇନ୍ଦ…

“ସର୍ବଭାରତୀୟ ସ୍ତରର ଅଧିକାରୀ ଜଣେ ଜଣେ ଡକାୟତ”, ବିବାଦୀୟ ବୟାନ ଦେଲେ କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର…

ଜଳେଶ୍ୱର (କେନ୍ୟୁଜ): ପୁଣି ବିବାଦ ଘେରରେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ । ସର୍ବଭାରତୀୟ ସ୍ତରର ଅଧିକାରୀ ଜଣେ ଜଣେ ଡକାୟତ । ତାଙ୍କଠୁ ବଡ଼ ଡକାୟତ ପୃଥିବୀରେ କେହି ନାହାନ୍ତି । ଏଭଳି ବିବାଦୀୟ ମନ୍ତବ୍ୟ ଦେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ।…

ଦିନିକିଆ ତାଳଚେର ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ, ସାର କାରଖାନା ପରିଦର୍ଶନ ସହ ନିର୍ମାଣଧୀନ କାର୍ଯ୍ୟର କରିବେ ତଦାରଖ

(କେନ୍ୟୁଜ): ଦିନିକିଆ ତାଳଚେର ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ଧର୍ମେନ୍ଦ୍ର ପ୍ରଧାନ ତାଳଚେର ଏଫସିଆଇ ସ୍ଥିତ ସାର କାରଖାନାରେ ପହଁଚିବେ। ତାଳଚେର ସାରକାରଖାନାର ପରିଦର୍ଶନ କରିବା ସହ ନିର୍ମାଣଧୀନ କାର୍ଯ୍ୟର ତଦାରଖ କରିବେ। ଏହା ପରେ…

ଆକାଂକ୍ଷା ଜିଲ୍ଲାର ସ୍ଥିତି ପରଖିବାକୁ ୧୦ ଜିଲ୍ଲାକୁ ଗସ୍ତ କରିବେ ୧୦ କେନ୍ଦ୍ରମନ୍ତ୍ରୀ , ଆଜି ପ୍ରଥମ ଦିନରେ କୋରାପୁଟର…

କୋରାପୁଟ (କେନ୍ୟୁଜ): ଓଡ଼ିଶା ଆସୁଛନ୍ତି ୧୦ କେନ୍ଦ୍ରମନ୍ତ୍ରୀ। ରାଜ୍ୟର ୧୦ ଆକାଂକ୍ଷୀ ଜିଲ୍ଲାରେ ବିଭିନ୍ନ କେନ୍ଦ୍ରୀୟ ଜନକଲ୍ୟାଣ ଯୋଜନା କିଭଳି କାର୍ଯ୍ୟକାରୀ କରାଯାଉଛି ତା'ର ଅନୁଧ୍ୟାନ କରିବେ । କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବାଲ୍ୟାନ ଆଜି କୋରାପୁଟ ଜିଲ୍ଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ…

ପୌର ନିର୍ବାଚନରେ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

(କେନ୍ୟୁଜ): ପୌର ନିର୍ବାଚନରେ ନିର୍ବାଚିତ ଜନପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହିତ ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । ପୌର ନିର୍ବାଚନରେ ଆମ ଦଳର…

ପ୍ରଶ୍ନପତ୍ର ତ୍ରୁଟି ମାମଲା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ମିଳିଲା ଫୁଲମାର୍କ

(କେନ୍ୟୁଜ): ସିବିଏସଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସମାଧାନ । ସିବିଏସଇର ଦଶମ ଶ୍ରେଣୀ ଟର୍ମ-୧ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ନଭେମ୍ବର ୨ରୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ବିମାନ ସେବା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱ (କେନ୍ୟୁଜ): ଟେମ୍ପଲ ସିଟିରୁ ପିଙ୍କ୍‌ ସିଟି । ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ଉଡିବ ବିମାନ । ନଭେମ୍ବର ୨ ରୁ ଉଡିବ ବିମାନ । ଏନେଇ ଚିଠି ଲେଖି ଜଣାଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି…

ଭୁବନେଶ୍ବରରେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ, କାଲି ପୁରୀ ସାଗର ତଟ ସ୍ଵଛ ଅଭିଯାନରେ ହେବେ ସାମିଲ

କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ। କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ଏବଂ ଖାଉଟି ବ୍ୟାପାର ସହ ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଅଶ୍ଵିନୀ ଚୌବେ । ଏୟାର୍‌ପୋର୍ଟରେ ପହଞ୍ଚିବା ପରେ ବିଜେପି କାର୍ଯ୍ୟକର୍ତ୍ତା ତାଙ୍କୁ…

ଓଡ଼ିଶାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର(କେନ୍ଯୁଜ୍): ଓଡ଼ିଶାରେ ଦୁଇ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଁଚିଛନ୍ତି । ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ପୁରୀ ଗସ୍ତ କରିଛନ୍ତି।…

କେନ୍ଦ୍ର ସାର ଓ ରସାୟନମନ୍ତ୍ରୀ ମନସୁଖ ମାଣ୍ଡଭିୟାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର(କେନ୍ଯୁଜ୍): କେନ୍ଦ୍ର ସାର ଓ ରସାୟନମନ୍ତ୍ରୀ ମନସୁଖ ମାଣ୍ଡଭିୟାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । ଓଡ଼ିଶାକୁ ସାର ଯୋଗାଣକୁ ନେଇ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ’, ଜୁନ୍‌ ଓ ଜୁଲାଇରେ ନିଅଣ୍ଟିଆ ସାର ଯୋଗାଣ ହୋଇଛି। ତୁରନ୍ତ ଏହି ସାର ଯୋଗାଇବାକୁ…