Browsing Tag

union minister dharmendra pradhan

ବଲାଙ୍ଗୀରକୁ ବଡ଼ ଉପହାର: PRHS ଇନଡୋର ଷ୍ଟାଡିୟମ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗୀର (କେନ୍ୟୁଜ): ବଲାଙ୍ଗୀରକୁ ବଡ଼ ଉପହାର । ଲୋକାର୍ପିତ ହେଲା PRHS ଇନଡୋର ଷ୍ଟାଡିୟମ । କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି । ପଶ୍ଚିମ ଓଡ଼ିଶାରେ କ୍ରୀଡାର ଭିତ୍ତିିଭୂମି ବିକାଶ ଓ କ୍ରିଡାବିତଙ୍କୁ ପ୍ରୋତ୍ସାହିତ…

ଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ ଚିହ୍ନଟ ହୋଇନଥିବା ମୃତଦେହର ହେବ ଡିଏନଏ ପରୀକ୍ଷା

ଭୁବନେଶ୍ୱର (କେନ୍ୟୁଜ): ଏମ୍ସ ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୃତଦେହ ନେବାକୁ ଆସୁଥିବା ଲୋକଙ୍କ ସହ ଆଲୋଚନା କରିବା ପରେ ଚିହ୍ନଟ ହୋଇପାରୁନଥିବା ମୃତଦେହ ଗୁଡିକର ଡିଏନଏ ପରୀକ୍ଷା କରାଯିବ ବୋଲି କହିଛନ୍ତି। ଯେଉଁମାନଙ୍କ ମୃତଦେହ ଚିହ୍ନଟ ହୋଇସାରିଛି ସେମାନଙ୍କ…

ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଧୈର୍ଯ୍ୟ ଧରିବାକୁ ଦେଲେ ଆଶ୍ୱାସନା

ଝରସୁଗୁଡା (କେନ୍ୟୁଜ): ଦିବଂଗତ ନେତା ନବ ଦାସଙ୍କ ବାସଭବନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ସୁରେଶ ପୂଜାରୀ। ଝାରସୁଗୁଡ଼ା ସରବାହାଲ ସ୍ଥିତ ଘରେ ନବଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ । ଦୁଃଖ ସମୟରେ ଧୈର୍ଯ୍ୟ ଧରିବାକୁ କହିଛନ୍ତି ଧର୍ମେନ୍ଦ୍ର ।…

ପାଇକ ସ୍ମାରକୀ ନିର୍ମାଣ ପାଇଁ ଜମି ଦେବାକୁ ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ…

ଭୁବନେଶ୍ୱର (କେନ୍ୟୁଜ): ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯ ଏକର ୬୮୫ ଡିସିମିଲ ଜମି ଦେବାକୁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର…

ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଯୁବ କଂଗ୍ରେସ ପକ୍ଷରୁ କଳା ପତାକା ପ୍ରଦର୍ଶନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଯୁବ କଂଗ୍ରେସର ବିରୋଧ। ଭୁବନେଶ୍ୱରରେ କଳା ପତାକା ପ୍ରଦର୍ଶନ କରାଯାଇଛି। କୃଷି ଆଇନ ଓ ଲଗାତାର ବଢିଚାଲିଥିବା ତେଲ ଦର ବୃଦ୍ଧି ପାଇଁ ଯୁବ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନେତୃତ୍ୱରେ…