Browsing Tag

urad dal facepack

ଚେହେରାରେ ଚମକ ଆଣିଥାଏ ବିରିଡାଲି ଫେସପ୍ୟାକ୍‌, ଜାଣନ୍ତୁ କେମିତି କରିବେ ବ୍ୟବହାର

ଭାରତୀୟ ଭୋଜନରେ ଡାଲିର ବେଶ ମହତ୍ତ୍ୱ ରହିଥାଏ। ଏଥିରେ ଥିବା ଭିଟାମିନ ଏବଂ ପ୍ରୋଟିନ ଶରୀର ପାଇଁ ବେଶ ଲାଭକାରୀ ହୋଇଥାଏ। କିନ୍ତୁ କ’ଣ ଆପଣ ଜାଣନ୍ତି କି, ବିରିଡାଲିକୁ ମଧ୍ୟ ଆପଣ ସୁନ୍ଦରତା ପାଇଁ ବ୍ୟବହାର କରିପାରିବେ। ଆପଣ ନିଜ ଚେହେରାରେ ବିରି ଡାଲିକୁ ଏମିତି ଭାବେ ବ୍ୟବହାର କରିପାରିବେ,…