ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୮୬ ବ୍ୟାଚର ବନ୍ଧୁମିଳନ, ଯୋଗ ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ସାଂସଦ ଅଚ୍ୟୁତ…
ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱରରେ ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୮୬ ବ୍ୟାଚର ବନ୍ଧୁମିଳନ। ବାଣୀବିହାରର ୧୯୮୬ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମରେ ଶହେରୁ ଊର୍ଦ୍ଧ୍ୱ ପୂର୍ବତନ ଛାତ୍ର ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଉପସ୍ଥିତି ପୂରାତନ…