ଅଭିନେତା ଉତ୍ତମ ମହାନ୍ତିଙ୍କ ଏକାଦଶାହରେ ଯୋଗ ଦେଲେ କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ
ଭୁବନେଶ୍ବର : ଓଡ଼ିଆ ସିନେ ଅଭିନେତା ଉତ୍ତମ ମହାନ୍ତିଙ୍କ ଏକାଦଶାହ ପାଳିତ । ଭୁବନେଶ୍ବରରେ ଉତ୍ତମଙ୍କ ଏକାଦଶାହରେ ଏକ ସ୍ମୃତିସଭାର ଆୟୋଜନ କରାଯାଇଥିଲା । ଏଥିରେ ବହୁ କଳାକାର, ସିନେପ୍ରେମୀ ଯୋଗ ଦେଇ ଉତ୍ତମ ମହାନ୍ତିଙ୍କ ପରିବାରବର୍ଗଙ୍କୁ ସାନ୍ତ୍ବନା ଦେବା ସହିତ ଶ୍ରଦ୍ଧାସୁମନ ଅର୍ପଣ…