Browsing Tag

uttar pradesh pocso court awards death sentence to a rapist

ସାତ ମାସରେ ଫଇସଲା, ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା କରିଥିବା ଅଭିଯୁକ୍ତକୁ ମୃତ୍ୟୁ ଦଣ୍ଡ ଶୁଣାଇଲେ ପୋକ୍‌ସୋ କୋର୍ଟ

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଜଣେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଅପରାଧର ବିଚାର କରି ପୋକ୍‌ସୋ କୋର୍ଟ ଅଭିଯୁକ୍ତକୁ ମୃତ୍ୟୁ ଦଣ୍ଡାଦେଶ ରାୟ ଶୁଣାଇଛନ୍ତି । ଏଥିସହିତ ଅଭିଯୁକ୍ତକୁ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ମାତ୍ର ୭ ମାସ ମଧ୍ୟରେ…