Uttarakhand Heavy Rain : ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ, ୧୧୧ଟି ରାସ୍ତା ବନ୍ଦ, ଭୂସ୍ଖଳନ ଯୋଗୁଁ ଯାତ୍ରୀଙ୍କୁ…
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ହେଉଥିବା ଲଗାଣ ବର୍ଷା ଜନଜୀବନକୁ ବେଶ୍ ପ୍ରଭାବିତ କରିଛି । ପାଣିପାଗ ବିଭାଗ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ୨୯ ଜୁଲାଇରେ ଚାରଧାମ ଯାତ୍ରା ଏବଂ ହେମକୁଣ୍ଡ ସାହିବ ଯାତ୍ରାକୁ…