ନବରଙ୍ଗପୁର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ,ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର…
ନବରଙ୍ଗପୁର(କେନ୍ୟୁଜ୍) : ଗ୍ରାଉଣ୍ଡରେ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ । ନବରଙ୍ଗପୁର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ ଅବସରରେ ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ, ସଂଯୋଗୀକରଣ ସମେତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଫୋକସ୍ରେ ରହିଛି ମକା ଉତ୍ପାଦନ ଓ ପ୍ରକ୍ରିୟା…