ଆଇଟିଆଇ ପାସ୍ କରିଥିଲେ ରାଉରକେଲା SAIL ରେ ଚାକିରି ସୁଯୋଗ, ତୁରନ୍ତ କରନ୍ତୁ ଆବେଦନ
ଆଇଟିଆଇ ପାସ୍ କରିଥିବା ଓଡିଶା ଯୁବପିଢିଙ୍କ ପାଇଁ ଖୁସି ଖବର। ସେଲ୍ ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଖାଲିପଡିଛି ଅପାରଣ୍ଟିସ ପଦବୀ। ଏଥିପାଇଁଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଏହି ଖାଲି ପଡିଥିବା ପଦବୀରେ ଆବେଦନ କରିବା ପାଇଁ ଅଫିସିଆଲ ନୋଟିଫିକେସନ ନିଶ୍ଚିତ ଭାବେ ଚେକ୍…