Browsing Tag

valuation

ଆସନ୍ତା ସପ୍ତାହ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଆସନ୍ତା ସପ୍ତାହ ଭିତରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପରୀକ୍ଷା ଖାତା ମୂଲ୍ୟାୟନ ପରେ ଫଳ ପ୍ରକାଶ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ବାତ୍ୟା ଫନି ପାଇଁ ଏଥିରେ କିଛିଟା ବିଳମ୍ବ ଘଟିଛି । ତ୍ରୁଟିଶୂନ୍ୟ…