ପିକ୍ଅପ୍ ଭ୍ୟାନ୍ ସହ ୧୨ କୁଇଣ୍ଟାଲ ଗଞ୍ଜେଇ ଜବତ, ୩ ଗିରଫ
ମୋହନା (କେନ୍ୟୁଜ): ଗଜପତି ଜ଼ିଲ୍ଲା ମୋହନା ଥାନା ଡେଙ୍ଗମା ଗାଁ ନିକଟରେ ଚଢ଼ଉ କରି ପିକ୍ଅପ୍ ଭ୍ୟାନ୍ ସହ ୧୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ପୁଲିସ । ଚୋରାଚାଲାଣରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ ସହ କୋର୍ଟଚାଲାଣ କରାଯାଇଛି । ସେମାନେ ହେଲେ ରା.ଉଦୟଗିରି ଥାନା ବାଲିସାହି ଗାଁର ପ୍ରଦିପ ମାଝୀ…