Browsing Tag

vani vihar utkal university

ପୁଣି ଅଶାନ୍ତ ବାଣୀବିହାର: ସେମିନାର ବେଳେ ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ

ଭୁବନେଶ୍ୱର (କେନ୍ୟୁଜ): ବାଣୀବିହାରରେ ଛାତ୍ର ଅସନ୍ତୋଷ। ରବିବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଆଲୋଚନା ଚକ୍ର ଚାଲିଥିବାବେଳେ ସେଠାରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି । ସିଟିଜେନ୍ସ ଫୋରମ ତରଫରୁ ଉତ୍କଳ ବିଶ୍ୱ ବିଦ୍ୟାଳୟ ପି.ଜି କାଉନସିଲ ଅଡ଼ିଟୋରିୟମ ଠାରେ " ସମ୍ବିଧାନ ଏବଂ…

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: ୫୦ତମ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପାଇବେ ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ । କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ…

ବଢିଲା ରାଜ୍ୟରେ ଲାଗିଥିବା କରୋନା କଟକଣା, ଆଜି ସୁଦ୍ଧା ବାଣୀବିହାର ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟ ସରକାର କରୋନା ପାଇଁ କଟକଣା ଜାରି କରିବା ପରେ ବିଭିନ୍ନ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି। ଆଜି ଅପରାହ୍ନ ୫ଟା ସୁଦ୍ଧା ବାଣୀବିହାର ହଷ୍ଟେଲ ଖାଲି କରିବାକୁ ପିଜି କାଉନସିଲ ଚେୟାରମ୍ୟାନ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥିତିକୁ ନଜରରେ ରଖି କେବେ ଖୋଲିବ ତାହା ଜଣାଇ ଦିଆଯିବ ।…