Below header
Browsing Tag

vegitables rate hike

ହାଣ୍ଡିଶାଳରେ ଚଡକ: ଟଙ୍କା ସରୁଛି ସତ ହେଲେ ପୁରୁନି ବ୍ୟାଗ୍‌

ଭୁବନେଶ୍ୱର (କେନ୍ୟୁଜ): ଦର ବୃଦ୍ଧିକୁ ନେଇ ତ୍ରାହି ତ୍ରାହି ଡାକିଲେଣି ଖାଉଟି। ହୁ ହୁ ହୋଇ ବଢ଼ିବାରେ ଲାଗିଛି ପରିବା ଦର। ଟଙ୍କା ସରୁଛି ସତ ହେଲେ ପରିବା ବ୍ୟାଗ୍‌ ପୁରୁନି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଘରେ ଚାଉଳ ଥିଲେ ବି ସୁଷମ ଖାଦ୍ୟ ଏବେ ଅପହଞ୍ଚ।…