ଧୂଳି ସଫା କରୁଥିବାବେଳେ ଜଳିଗଲା BMCର କ୍ଲିନିଂ ଗାଡ଼ି, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ
ଭୁବନେଶ୍ବର: ଜଳିଗଲା BMCର କ୍ଲିନିଂ ଗାଡ଼ି । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଡମଣା ରାସ୍ତା ଉପରେ ଜଳିଗଲା ଗାଡ଼ି । ଧୂଳି ସଫା କରୁଥିବାବେଳେ ହଠାତ୍ ରାସ୍ତା ଉପରେ ଜଳିଯାଇଥିଲା ଗାଡ଼ି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଗାଡ଼ିରେ ନିଆଁ ଲାଗିବା ଫଳରେ ଦୀର୍ଘ ସମୟ…