ଆଜି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ: ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ…
ଭୁବନେଶ୍ବର: ଆଜି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ । ୨ଦିନିଆ ଗସ୍ତରେ ଆସି କଟକ ଓ ଭୁବନେଶ୍ୱରର କାର୍ଯ୍ୟକ୍ରମରେ ଯୋଗ ଦେବେ । ସକାଳ ୧୧ଟା ୨୦ରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ । ସେଠାରୁ ରାଜଭବନ ଯାଇ ମଧ୍ୟାହ୍ନଭୋଜନ କରିବେ । ଅପରାହ୍ନ ୪ଟା ୪୫ରେ ସଡ଼କପଥରେ…