Browsing Tag

veteran music director saroj pattnaik passed away

ଓଡ଼ିଶାର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର(କେନ୍ୟୁଜ) : ଚାଲିଗଲେ ଓଡ଼ିଶାର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ତଥା ଗୀତିକାର ସରୋଜ ପଟ୍ଟନାୟକ । ଶୁକ୍ରବାର ୮୧ ବର୍ଷ ବୟସରେ ହୃଦଘାତରେ ତାଙ୍କର ପରଲୋକ ଘଟିଛି । ସେ ପୂର୍ତ୍ତ ଓ ଗୃହନିର୍ମାଣ ବିଭାଗରେ କନିଷ୍ଠ ଯନ୍ତ୍ରୀ ଭାବେ ଅବସର ଗ୍ରହଣ କରିଥିଲେ । ଦୀର୍ଘ ୪୦ ବର୍ଷ ଧରି ସଂଗୀତ…