ମାଲକାନଗିରି ଭିଜିଲାନ୍ସ ରେଡ୍: କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସହ ୫ ଗିରଫ
ଭୁବନେଶ୍ୱର : ବନ୍ଧାହେଲେ କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର । ତାଙ୍କ ସମେତ ଆଉ ୪ ଜଣ ଗିରଫ ହୋଇଛ ନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ରେଡ୍…