Browsing Tag

vigilance net

ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡ଼ି BEO, ପେନସନ ସ୍କିମରୁ ୨୦ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ

କନ୍ଧମାଳ (କେନ୍ୟୁଜ) : ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡ଼ି BEO। ଦାରିଙ୍ଗବାଡ଼ି ବ୍ଲକ୍ ଶିକ୍ଷା ଅଧିକାରୀ ରସାନନ୍ଦ କର ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି । ନ୍ୟାସନାଲ ପେନସନ ସ୍କିମରୁ ୨୦ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ବାନ୍ଧିଛି । ନ୍ୟାସନାଲ ପେନସନ ସ୍କିମରୁ ଟଙ୍କା ନିଜ…

ବିଲ୍ ପାସ ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରା ପଡିଲେ BRC

ଭୁବନେଶ୍ୱର (କେନ୍ୟୁଜ): ଲାଞ୍ଚ ନେଇ ଧରା ପଡିଲେ ବଲାଙ୍ଗୀରି ଦେଓଗାଁ BRC ମଧୁସୂଦନ ପଟେଲ। ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏସଏଚଜିର ବକେୟା ବିଲ ପାସ କରିବା ପାଇଁ ବ୍ଲକ ରିସୋର୍ସ କୋଅର୍ଡିନେଟର ମଧୁସୂଦନ ପଟେଲ ଏହି ଲାଞ୍ଚ ନେଉଥିଲେ । ତାଙ୍କଠାରୁ…

ଭିଜିଲାନ୍ସ ଜାଲରେ ESI କର୍ମଚାରୀ, ଜଣେ ରୋଗୀଙ୍କ ବିଲ୍‌ ପାସ୍‌ କରିବାକୁ ନେଉଥିଲା ଲାଞ୍ଚ

ରାଉରକେଲା (କେନ୍ୟୁଜ): ରାଉରକେଲା ଭିଜିଲାନ୍ସ ଜାଲରେ ESI କର୍ମଚାରୀ ଅଭିରାମ ସାହୁ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କଲା ଭିଜିଲାନ୍ସ । ଜଣେ ରୋଗୀଙ୍କ ବିଲ୍‌ ପାସ୍‌ କରିବାକୁ ନେଉଥିଲା ଲାଞ୍ଚ । ଖବର ଅନୁଯାୟୀ, ଜଣେ ରୋଗୀଙ୍କ ୯୦ ହଜାର ଟଙ୍କାର ବିଲ୍‌ ପାସ୍‌ କରିବାର ଥିଲା…

ଭିଜିଲାନ୍ସ ଜାଲରେ ବୌଦ୍ଧ RTO, ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ୧୦ଟି ସ୍ଥାନରେ ରେଡ୍

ଭୁବନେଶ୍ୱର (କେନ୍ୟୁଜ): ଭିଜିଲାନ୍ସ ଜାଲରେ ବୌଦ୍ଧ RTO । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବୌଦ୍ଧ RTO ବସନ୍ତ କୁମାର ମହାପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ୧୦ଟି ସ୍ଥାନରେ ଏକକାଳୀନ ରେଡ୍ । କେବଳ ଭୁବନେଶ୍ବରର ୬ଟି ସ୍ଥାନରେ ଚାଲିଛି ରେଡ୍ । ବୌଦ୍ଧ ଓ ଗଞ୍ଜାମରେ ମଧ୍ୟ ଚାଲିଛି ଚଢ଼ାଉ…

ଭିଜିଲାନ୍ସ ଜାଲରେ OMVD ଟ୍ରାଫିକ ଇନ୍ସପେକ୍ଟର, ବେଆଇନ ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଲେ

କଟକ (କେନ୍ୟୁଜ): ଭିଜିଲାନ୍ସ ଜାଲରେ OMVD ଟ୍ରାଫିକ ଇନ୍ସପେକ୍ଟର। ଜବତ ହେଲା ୨୪ ଲକ୍ଷ ଟଙ୍କା । ବେଆଇନ ଟଙ୍କା ନେଇ ଯାଉଥିବା ବେଳେ ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଫୁଲନଖରା ତ୍ରିନାଥ ବଜାର ନିକଟରୁ ଧରିଛି । ତାଳଚେରରୁ ଅସ୍ତରଙ୍ଗ ଆସୁଥିବା ବେଳେ…

ଭିଜିଲାନ୍ସ ଜାଲରେ MVI, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ନୟାଗଡ଼ (କେନ୍ୟୁଜ): ଭିଜିଲାନ୍ସ ଜାଲରେ MVI। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ MVI ପଞ୍ଚାନନ ବେହେରାଙ୍କ ଘରେ ଚଢ଼ାଉ। ନୟାଗଡ଼ ସହ ନିଶ୍ଚିନ୍ତକୋଇଲି ସ୍ଥିତ ବାସଭବନ ଓ ଅଫିସ ସମେତ ଏକକାଳୀନ ୭ଟି ସ୍ଥାନରେ ରେଡ୍ ଚାଲିଛି। ପଞ୍ଚାନନ ବେହେରାଙ୍କର ଭୁବନେଶ୍ବର ଶୈଳଶ୍ରୀ ବିହାରରେ…

ଭିଜିଲାନ୍ସ ଜାଲରେ RI, ଜମି ମ୍ୟୁଟେସନ ପାଇଁ ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଯୋଡା (କେନ୍ୟୁଜ): ଭିଜିଲାନ୍ସ ଜାଲରେ RI । ଭିଜିଲାନ୍ସ ଜାଲରେ ଯୋଡା ବିଲେଇପଦା RI ପିର ଖାନ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ସୂଚନା ଅନୁଯାୟୀ, ଯୋଡା ବ୍ଲକ ଦେଓଝର ପଞ୍ଚାୟତ ମୂର୍ଗାବେଡା ଗାଁର ଦୁବରାଜ ହେମ୍ବ୍ରମଙ୍କ ଠାରୁ ଜମିପଟା ବାବଦକୁ ୨୦ ହଜାର ଟଙ୍କା…

ଭିଜିଲାନ୍ସ ଜାଲରେ ମୁଖ୍ୟ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୮ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ବିଭାଗ ଅଧିକାରୀ । ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପ୍ରଶାନ୍ତଙ୍କ ଘର ସମେତ ୮ଟି ସ୍ଥାନରେ ଚାଲିଛି ଚଢାଉ । ଏହି ଚଢାଉରେ ୮ ଜଣ…

ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ, ଜମି ମାପଚୁପ ପାଇଁ ନେଉଥିଲେ ଲାଞ୍ଚ

କୋରାପୁଟ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଲମତାପୁଟ ଆରଆଇ ବିଜୟ ବାଗ ଓ ପିଅନ ରୋହିତ ପାଢୀ । ଜମି ମାପଚୁପ ପାଇଁ ଜଣଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଲମତାପୁଟ ଓ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ଲାଞ୍ଚ ନେଲା ବେଳେ ଧରାପଡିଲେ

ଭୁବନେଶ୍ବର (କେନ୍ୟୁଜ): ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମାଇନର ଇରିଗେସନ ସେକ୍ସନ ଅଫିସର। ୮ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଭୁବନେଶ୍ବର କ୍ଷୁଦ୍ର ଜଳସେଚନ ମୁଖ୍ୟ ଯନ୍ତ୍ରୀଙ୍କ ଅଫିସର ସେକ୍ସନ ଅଫିସର ଶୁଭକାନ୍ତ ସ୍ବାଇଁ । ତାଙ୍କ ଅଫିସ ଡ୍ରରୁ ୧୪ ହଜାର ୯୯୦ ଟଙ୍କା ଠାବ ହୋଇଛି। ତିନୋଟି…

ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ସୁନ୍ଦରଗଡ଼ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ। ସୂଚନା ଅନୁସାରେ ଜିଲ୍ଲା ସଦର…

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌

ନବରଙ୍ଗପୁର (କେନ୍ୟୁଜ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଡି ଏସ୍‌-ଥ୍ରୀ ସିନେମା ହଲ ନିକଟ ଭଡ଼ା ଘରେ ଚାଲିଛି ଭଜିଲାନ୍ସ ଟିମର ଚଢ଼ାଉ ।…