ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଧରିଲା ଭିଜିଲାନ୍ସ
ସୁନ୍ଦରଗଡ଼: ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ ବିଶ୍ବଦର୍ଶୀ ସାହୁ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା-ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ହେଉଛନ୍ତି ବିଶ୍ବଦର୍ଶୀ ସାହୁ । ବିପୁଳ ପରିମାଣ ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ ।…