ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ, ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । ୫ଟି କାମରେ ବିଲ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟରେ ହୋଇଥିବା ୫ଟି କାମର ବିଲ କରିଦେବା ପାଇଁ ସ୍କୁଲର ପ୍ରଧାନ ଶିକ୍ଷକ ଦ୍ରୋଣ ତାଣ୍ଡି ଠିକାଦାର…