Browsing Tag

vijaya dasami

ଆଜି ବିଜୟା ଦଶମୀ, ପୀଠ ଗୁଡିକରେ ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେଉଛନ୍ତି ମା’

(କେନ୍ୟୁଜ): ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ବିଜୟ । ପୀଠ ଗୁଡିକରେ ଆଜି ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେଉଛନ୍ତି ମାଆ। ଆଶ୍ୱୀନ ମାସ ପ୍ରତିପଦଠାରୁ ଆରମ୍ଭ ହୋଇ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରା ଯାଇଥାଏ । କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର…