ଆଜି ପବିତ୍ର ବିଶ୍ୱକର୍ମା ପୂଜା : ଶିଳ୍ପ ଓ କାରଖାନା ଜଗତର ମୁଖ୍ୟ ବିନ୍ଧାଣୀଙ୍କ ଜୟନ୍ତୀ
ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍ ଆଜିର ଦିନରେ ପୂରା ଦେଶରେ ବିଶ୍ୱକର୍ମା ଜୟନ୍ତୀ ପାଳନ ହେଉଛି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କର କୂଳଦେବତା ହେଉଛନ୍ତି ବିଶ୍ୱକର୍ମା । ପ୍ରତ୍ୟକ ବର୍ଷ ଭାଦ୍ରବ ମାସ କନ୍ୟା…