Browsing Tag

visit odisha

ଆସନ୍ତାକାଲି ଜନ୍ମମାଟିକୁ ଆସିବେ ରାଷ୍ଟ୍ରପତି, ୨ ଦିନିଆ ଗସ୍ତ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଲାଣି ପ୍ରସ୍ତୁତି

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାଲି ଓ ୨୧ତାରିଖ ଦୁଇଦିନ ମହାମହିମଙ୍କ ଜନ୍ମ ମାଟି ମୟୂରଭଞ୍ଜ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ବାରିପଦା ଓ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଘରେ ରାତ୍ରିଯାପନ କରିବେ । ଏଥିପାଇଁ ଚୁଡ଼ାନ୍ତ…

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟଙ୍କା! କଂଗ୍ରେସ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

(କେନ୍ୟୁଜ): ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ । ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ଧାର୍ଯ୍ୟ ହେବ। ଦିଲ୍ଲୀରେ ୫ ଜଣ ବିଧାୟକ…

ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆସନ୍ତାକାଲି ଶ୍ରୀଜୀଉଙ୍କ କରିବେ ଦର୍ଶନ

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୩ ଦିନିଆ ଗସ୍ତରେ ଆସୁଛନ୍ତି ମମତା ବାନାର୍ଜୀ। ଆଜି ପୁରୀରେ ରାତ୍ରୀଯାପନ କରିବେ। ନିର୍ମାଣ ନିବାସରେ ରାତ୍ର ରହଣି କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।…

ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

ଆଜି ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିନ ୧୧ଟା ୪୫ରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି । ପରେ…

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ , ରାଜଧାନୀରେ କରିବେ ହାଇଭୋଲଟେଜ୍‌ ପ୍ରଚାର

ଭୁବନେଶ୍ବର(କେନ୍ୟୁଜ୍) : ଆଜି ବିଜେପି ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜଧାନୀରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ପ୍ରଚାର । ମୋଦି ପ୍ରଥମ ଥର ଦଳୀୟ ପ୍ରାର୍ଥୀଙ୍କ ପାଇଁ ଓଡ଼ିଶାରେ ରୋଡ୍‌ ସୋ କରିବେ । ପ୍ରଥମେ ସମ୍ବଲପୁରରେ ନିର୍ବାଚନୀ ସଭାରେ ଯୋଗଦେବେ…