ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି, ଆଜି ହେବ ମୋଦି-ବାଇଡେନ୍ ଦ୍ବିପାକ୍ଷିକ ଆଲୋଚନା
ନୂଆଦିଲ୍ଲୀ : ଆସନ୍ତାକାଲିଠୁ ଆରମ୍ଭ ହେବ G20 ଶିଖର ସମ୍ମିଳନୀ । ଏଥିରେ ଯୋଗ ଦେବାକୁ ଭାରତ ଗସ୍ତରେ ବାହାରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆଜି ସନ୍ଧ୍ୟା ୭ଟା ବେଳେ ସେ ଦିଲ୍ଲୀରେ ପହଞ୍ଚିବେ । ବାଇଡେନଙ୍କୁ ସ୍ବାଗତ ପାଇଁ ବିରାଟ ପ୍ରସ୍ତୁତି କରାଯାଇଛି । ଆଜି ପ୍ରଧାନମନ୍ତ୍ରୀ…