Below header
Browsing Tag

visit to Odisha

ଆସନ୍ତା ୨୪ରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି ! ସମ୍ବଲପୁରର ଏକ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୨୪ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ୨୪ ତାରିଖରେ ନରେନ୍ଦ୍ର ମୋଦି ସମ୍ବଲପୁର ଆସୁଥିବା ସୂଚନା ମିଳିଛି। ସମ୍ବଲପୁର IIMର ନୂତନ କ୍ୟାମ୍ପସ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ମିଳିଛି। ତେବେ ଏନେଇ ବିଧିବଦ୍ଧ ସୂଚନା ମିଳିନାହିଁ। ଏନେଇ ବିରୋଧୀ…

୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ, ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଓଡ଼ିଶା ଗସ୍ତରେ ଆସି ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ…

ଓଡ଼ିଶା ଆସୁଛନ୍ତି ମମତା ବାନାର୍ଜୀ : ରେଳ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବେ

ଭୁବନେଶ୍ୱର (କେନ୍ୟୁଜ): ପୁଣି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ଦିନ ଗୋଟାଏରେ ଆସିବେ । ଭୁବନେଶ୍ୱର ଓ କଟକ ଯିବେ । ରେଳ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବେ ମମତା । ବାହାନଗା ଟ୍ରେନ ଦୁର୍ଘଟଣା ପରେ ଏହା ହେବ ମମତାଙ୍କର ଦ୍ୱିତୀୟ ଓଡ଼ିଶା…

ଆଜି ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତର ତୃତୀୟ ଦିନ, ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ…

ମୟୂରଭଞ୍ଜ (କେନ୍ୟୁଜ): ଆଜି ହେଉଛି ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତର ତୃତୀୟ ଦିନ । ଆଜି ସକାଳ ୯ଟା ୪୦ରେ ସର୍କିଟ ହାଉସରୁ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଁଞ୍ଚିବେ। ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା…

ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ, ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ନେବେ ଭାଗ

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପୋଷ୍ଟ ବଜେଟ ଆଲୋଚନାରେ ଯୋଗ ଦେବା ପାଇଁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ । ଆଜି ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେବେ ନିର୍ମଳା ସୀତାରମଣ।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଦ୍ରୌପଦୀ ମୁର୍ମୁ, ୧୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ

(କେନ୍ୟୁଜ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ । ଏଥିପାଇଁ ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି କେନ୍ଦ୍ରାଞ୍ଚଳ ଆଇଜି ଓ ଏସ୍‌ପି ମିଳିତ…