ଭିଟାମିନ୍ Cର ଚମତ୍କାରୀ ଶକ୍ତି, ଏହି ସବୁ ରୋଗରୁ ଦେବ ସୁରକ୍ଷା
ଭିଟାମିନ୍ C ଏକ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟ । ଯାହା ରୋଗ ପ୍ରତିରୋଧକ ଶକ୍ତିକୁ ମଜବୁତ କରିବା ସହ ଶରୀରକୁ ରୋଗରୁ ଦୂରେଇ ରଖିବାରେ ସାହାଯ୍ୟ କରିଥାଏ । ଭିଟାମିନ୍ C ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା, ହୃତ୍ ପିଣ୍ଡର ସ୍ୱାସ୍ଥ୍ୟକୁ ମଜବୁତ କରିବା ଏବଂ ବ୍ଲଡ଼ ପ୍ରେସରକୁ ନିୟନ୍ତ୍ରଣ…