୫ ଦିନ ପାଇଁ ସ୍ଥଗିତ ରହିଲା ଇରାନ ଉପରେ ଆକ୍ରମଣ, ଟ୍ରମ୍ପଙ୍କ ଘୋଷଣା
୫ ଦିନ ପାଇଁ ସ୍ଥଗିତ ରହିଲା ଇରାନ ଉପରେ ଆକ୍ରମଣ । ସମସ୍ତ ପ୍ରକାର ସାମରିକ ଆକ୍ରମଣକୁ ଆମେରିକା ରଖିଲା ସ୍ଥଗିତ । ଏନେଇ ସୋସିଆଲ ମିଡିଆ ଟ୍ରୁଥରେ ଉଲ୍ଲେଖ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିପାଇଁ ଇରାନକୁ ମିଳିଛି ୫ ଦିନର ସମୟ । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ…