Below header
Browsing Tag

water level of Jalaka river above the danger mark

ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର, ଆତଙ୍କିତ ଅବସ୍ଥାରେ ଅଞ୍ଚଳବାସୀ

ବାଲେଶ୍ୱର: ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ଜଳସ୍ତର । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଯାହାଫଳରେ ଜନ ଜୀବନ ଅସ୍ତବ୍ଯସ୍ତ ହୋଇପଡିଛି । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ଠାରେ ବିପଦ ସଙ୍କେତ ୫. ୫୦…