୧୫ ଦିନ ହେଲା ଘର ଆଗରେ ଲହଡି ମାରୁଛି ଆଣ୍ଠୁଏ ଉଚ୍ଚର ପାଣି, ତୁରନ୍ତ ସମାଧାନ ପାଇଁ ଦାବି
ଚାନ୍ଦବାଲି(କେନ୍ୟୁଜ୍): ଘର ଆଗରେ ଲହଡି ମାରୁଛି ଆଣ୍ଠୁଏ ଉଚ୍ଚର ପାଣି । ଘରୁ ବାହାରକୁ ବାହାରିଲେ ପାଣିରେ ପଶି ଆସିବାକୁ ପଡୁଛି । ଗାଁ ରାସ୍ତାରେ ବି ଲହଡି ମାରୁଛି ପାଣି । ଏମିତିକି ଗାଁକୁ ଚାରିପାଖରୁ ଘେରି ରହିଛି ପାଣି । ଏ ହେଉଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ନଳଗୋହିରା ପଂଚାୟତର ୮…